କେରଳ ଛୁଇଁଲା ମୌସୁମୀ ବାୟୁ

0

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୩ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପୂର୍ବରୁ ଆଇଏମଡିର ସୂଚନା ଅନୁଯାୟୀ ଜୁନ୍ ୧ରେ ମୌସୁମୀ ବାୟୁ କେରଳ ଛୁଇଁବାରଥିଲା । ହେଲେ ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିବା ସୂଚନା ଦିଆଯାଇଛି ।

Leave a comment