ନନ୍ଦନକାନନରେ ଆଫ୍ରିକୀୟ ସିଂହର ମୃତ୍ୟୁ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ନନ୍ଦନକାନନରେ ଆଫ୍ରିକୀୟ ସିଂହର ମୃତ୍ୟୁ ଘଟିଛି । ବିଷାକ୍ତ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

ନନ୍ଦନକାନନ ୩୦ ନଂ(ଖ) ରହୁଥିଲା ଏହି ଆଫ୍ରିକୀୟ ସିଂହଟି । ତେବେ ଏହି ସିଂହର ମୃତ୍ୟୁ ପରେ ନନ୍ଦନକାନନରେ ସିଂହ ସଂଖ୍ୟା ୧୬କୁ ହ୍ରାସ ପାଇଛି ।

Leave a comment