ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

0

ଗଞ୍ଜାମ : ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗରର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ରେଡ୍ । ଖୋର୍ଦ୍ଧା ଓ ଗଞ୍ଜାମର ୬ଟି ସ୍ଥାନରେ ଏକକାଳୀନ ରେଡ୍ ହେଉଛି । ପାଞ୍ଚଜଣ ଡିଏସପି, ୧୧ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡିଶା ଭିଜିଲାନ୍ସ ଦଳ ଦ୍ୱାରା ଏକକାଳୀନ ସର୍ଚ୍ଚ ଚାଲିଛି ।

ଭିଜିଲାନ୍ସ ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାର ୬ ଟି ସ୍ଥାନରେ ଚଢାଉ କରିଛି।

Leave a comment