ଆଜି ସର୍ବାଧିକ ୧୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ୧୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୮୪୭ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବାବେଳେ ୪୧୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
6. Boudh: 2
7. Cuttack: 47
8. Dhenkanal: 6
9. Gajapati: 74
10. Ganjam: 540
11. Jagatsinghpur: 4
12. Jajpur: 17
13. Jharsuguda: 3
14. Kalahandi: 7
15. Kandhamal: 29
16. Kendrapada: 8
17. Keonjhar: 25
18. Khurda: 137
19. Koraput: 27
20. Mayurbhanj: 15
21. Nawarangpur: 4— I & PR Department, Odisha (@IPR_Odisha) July 23, 2020
ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୦୯୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୧୩,୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୦୫ ରହିଛି।