ରାଜଧାନୀରୁ ପୁଣି ୧୬ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱର ର ବିଭିନ୍ନ ସ୍ଥାନରୁ ୧୬ଜଣଙ୍କର କରୋନା ପଜେଟିବ ଚିହ୍ନଟ ହୋଇଛି । ଏହି ୧୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ଜଣ ବମୀଖାଲ ଅଞ୍ଚଳର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି । ଯାହାକୁ ନେଇ ରାଜ୍ୟ ସରକାର ଙ୍କ ଚିନ୍ତା ବଢିଯାଇଛି ।