ରାଜ୍ୟ ୩ୟ ପର୍ଯ୍ୟାୟ ନିର୍ବାଚନରେ ଦିନ ୧୧ଟା ସୁଦ୍ଧା ୧୮% ମତଦାନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ୩ୟ ପର୍ଯ୍ୟାୟ ନିର୍ବାଚନରେ ଦିନ ୧୧ଟା ସୁଦ୍ଧା ୧୮% ମତଦାନ ହୋଇଛି । ମୁଖ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ତରଫରୁ ଏନେଇ ସୂଚନା ଦିଆଯାଇ ଯାଇଛି । ରାଜ୍ୟରେ ୬ ଲୋକସଭା ଓ ୪୨ ଟି ବିଧାନସଭା ଆସନ ପାଇଁ ଚାଲିଛି ମତଦାନ । ସେହିପରି ସକାଳ ୯ ଟା ସୁଦ୍ଧା ୬% ମତଦାନ ହୋଇଥିଲା ।

Leave a comment