ଶନିବାର ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସେପ୍ଟେମ୍ବର ୫ ତାରିଖ ଯୁକ୍ତ ଦୁଇ କଳା ଫଳାଫଳ ପ୍ରକାଶ ପାଇବ। ଏହାସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଶନିବାର ୪ଟାରେ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ ଯେ, ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି।