୨୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଆଉ ୨୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି । ଅଜି ଚିହ୍ନଟ ହୋଇଥିବା ୨୩ ଜଣଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୩, ପୁରୀରୁ ଜଣେ ଓ ବୌଦ୍ଧରୁ ଜଣେ ହୋଇଥିବା ସୂଚନା ମିଳିଛି ।

Leave a comment