ଜୁଲାଇ ୩୧ ସୁଦ୍ଧା ବାହାରିପାରେ ଯୁକ୍ତ ୨ ରେଜଲ୍ଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏନେଇ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାସ । ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାର ପାଇଁ ଆମକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ସେହି ଅନୁସାରେ ଆମେ ୩୧ ସୁଦ୍ଧା ଫଳ ବାହାର କରିବାକୁ ଆମେ ଚେଷ୍ଟା କରୁଛୁ । ନହେଲେ ଅତିବେଶୀରେ ଆଉ ଦିନେ ଦୁଇ ଦିନ ଲାଗିପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave a comment

You cannot copy content of this page