ରାଜ୍ୟରେ ଚିହ୍ନଟ ହେଲେ ୩୮୬୧ କରୋନା ସଂକ୍ରମିତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଜି ୩୮୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।


ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a comment