ଧୀରେନ୍ଦ୍ର ଏସ କୁଟ୍ଟେ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଇପିଏସ ଧୀରେନ୍ଦ୍ର ଏସ କୁଟ୍ଟେଙ୍କୁ ମିଳିଲା ନୂତନ ଦାୟିତ୍ୱ । ଶ୍ରୀ କୁଟ୍ଟେ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ । ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ଏହି ଘୋଷଣା କରିଛନ୍ତି ।

ସୂଚନା ଅନୁଯାୟୀ, ଓଏସଡି ଆଇପିଏସ ଧୀରେନ୍ଦ୍ର ଏସ କୁଟ୍ଟେ ଜଣେ କର୍ତ୍ତବ୍ୟନିଷ୍ଠ ଅଫିସର ହୋଇଥିବାରୁ ଓ ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସୁଚାରୁ ରୁପେ ତୁଲାଇ ଥିବାରୁ ଶ୍ରୀ କୁଟ୍ଟେଙ୍କ ପଦୋନ୍ନତି କରାଯାଇ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି ।

Leave a comment