ଆଜି ରାଜ୍ୟରେ କରୋନା ନେଲା ୯ ଜଣଙ୍କ ଜୀବନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି କରୋନାରେ ୯ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି ।
2. An 81-year old female of Bhubaneswar who was also suffering from Diabetes, Hypertension.
3. A 68-year old male of Ganjam who was also suffering from Coronary Artery Disease, Hypertension, Parkinsonism, Obstructive Sleep Apnea.
4. A 68-year old female of Ganjam district.
— H & FW Dept Odisha (@HFWOdisha) August 18, 2020
ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଖୋର୍ଦ୍ଧା, ମାଲକାନଗିରି, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।