ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପାରିବାରିକ କଳହରୁ ହତ୍ୟାକାଣ୍ଡ । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ । ନୟାକୋଟ ଥାନା ରୁଗୁଡିସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ରୁଗୁଡିସାହିରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ । ଘରୋଇ କହଳରୁ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ମୃତକ ହେଲେ ବନିତା ମହାକୁଡ । ଅଭିଯୁକ୍ତ ସ୍ବାମୀ ଯଦୁ ମହାକୁଡ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a comment