ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଟ୍ୱିଟ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ । ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ କରିଛନ୍ତି । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସମର୍ଥନ କରିବାକୁ ମଧ୍ୟ ଅପିଲ କରିଛନ୍ତି । ସର୍ବସମ୍ମତିକ୍ରମେ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ଅପିଲ କରିଛନ୍ତି ।

ଏନ୍‌ଡିଏର ରାଷ୍ଟ୍ରପତି ହେଲା ପରେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦ୍ରୌପଦୀ ମୁର୍ମୁ ନିଜ ଜୀବନରେ ସମାଜ ସେବା କରିବା ସହିତ ଗରିବ-ଦଳିତଙ୍କ ମୁହଁରେ ହସ ଫୁଟାଇଛନ୍ତି । ଲୋକଙ୍କୁ ସଶକ୍ତ କରିବାରେ ବଡ଼ ନେତୃତ୍ୱ ନେଇଛନ୍ତି ।

Leave a comment