ଆରମ୍ଭ ହେଲା ଛେରାପହଁରା ନୀତି

0

ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହା ସମାପନ ପରେ ଠାକୁରଙ୍କ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପରେ କ୍ରମାନ୍ବୟରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇଥିଲେ। ତା’ପରେ ଗଜପତି ମହାରାଜା ପହଞ୍ଚି କରିଛନ୍ତି।

Leave a comment