ଏକ ଭିଡିଓ ଜାରି କରି ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷ ଓ ପବିତ୍ର ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଦେଖନ୍ତୁ ଭିଡିଓ

The Chief Minister issued a video and wished the people of the state on the occasion of the Odian New Year and the holy Maha Bishuv Sankranti. Watch the video

0

ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ଓଡିଆ ମାନେ ନିଜ ନିଜ ଘରେ ରହି ପଣା ସଂକ୍ରାନ୍ତି କରିବା ସହିତ ଚଉରା ତୂଳସୀ ଉପରେ ପାଣି ଘଡି ବସାଇଛନ୍ତି । ତେବେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ରିଲିଜ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ସୁଯୋଗ ଓ ସମ୍ଭାବନା ନେଇ ଆସୁ ବୋଲି କାମନା କରିଛନ୍ତି ନବୀନ ପଟ୍ଟନାୟକ।

 

Leave a comment