ଭୁବନେଶ୍ବର ଅନ୍ଧାରୁଆରେ ପ୍ରତିଷ୍ଠା ହେବ ଆଇକନିକ୍ ଆଦର୍ଶ ବିଦ୍ୟାଳୟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବର ଅନ୍ଧାରୁଆରେ ପ୍ରତିଷ୍ଠା ହେବ ଆଇକନିକ୍ ଆଦର୍ଶ ବିଦ୍ୟାଳୟ । ୨୫ ଏକର ଜମିରେ ପ୍ରତିଷ୍ଠା ହେବାକୁ ଥିବା ଏହି ବିଦ୍ୟାଳୟରେ ୫ଶହ ଛାତ୍ରଛାତ୍ରୀଙ୍କୁ ଯୁକ୍ତ ଦୁଇ ଶିକ୍ଷାଦାନ କରାଯିବ । ରାଜ୍ୟରେ ଥିବା ୩୧୪ ଆଦର୍ଶ ବିଦ୍ୟାଳୟରୁ ବଛା ବଛା ଛାତ୍ରଛାତ୍ରୀ ଏହି ସ୍କୁଲରେ ପଢିବାକୁ ସୁଯୋଗ ପାଇବେ । ଏହି ଆଇକନିକ୍ ଆଦର୍ଶ ବିଦ୍ୟାଳୟକୁ ଆସନ୍ତା ୫ ତାରିଖରେ ଶୁଭ ଦିଆଯିବ ।

Leave a comment