ଅଭିନେତା ରାଇମୋହନଙ୍କ ମୃତଦେହ ଉଦ୍ଧାର

0

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଲିଉଡର ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ଆତ୍ମହତ୍ୟା। ଭୁବନେଶ୍ୱରର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ଶୁକ୍ରବାର ଝୁଲନ୍ତା ଅବସ୍ଥାରେ ମିଳିଛି ତାଙ୍କ ମୃତଦେହ।

ରାଇମୋହନ ଏଠାରେ ତାଙ୍କ ପତ୍ନୀ ଓ ୨ ଝିଅଙ୍କ ସହିତ ରହୁଥିଲେ। ସେ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି। ତେବେ ସେ ହଠାତ୍‌ କାହିଁକି ଏପରି ଚରମ ପଦକ୍ଷେପ ଉଠାଇଲେ, ତାହା ଜଣାପଡ଼ିନି। ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a comment