ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଆସନ୍ତାକାଲି ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା, ୨୫ ରେ ପୂର୍ଣ୍ଣାଙ୍ଗ ବଜେଟ୍

0

ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ୱାରା ଅଭିଭାଷଣ ରଖାଯିବା ପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଏହାପରେ ଗୃହକୁ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।

ଆସନ୍ତା କାଲି ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବା ସହ ୨୪ ତାରିଖରେ ଏନେଇ ନିର୍ବାଚନ ହେବ ।ଏହାପରେ ୨୫ ତାରିଖରେ ଉପସ୍ଥାପିତ ହେବ ପୂର୍ଣ୍ଣ ବଜେଟ୍ ।

Leave a comment