ବାଣ କାରଖାନାରେ ବିସ୍ଫୋରଣ; ୬ମୃତ

0

ମଧ୍ୟପ୍ରଦେଶ ହରଦାରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ । ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ହୋଇଛନ୍ତି । ଏଥିରେ ଅନେକ ଲୋକ ଫସିଥିବା ଜଣାପଡିଛି । ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି ଅନୁମାନ କରାଯାଉଛି । ବିସ୍ଫୋରଣରେ ସ୍ଥାନୀୟ ଅଞ୍ଚଳ ଥରି ଉଠିଥିଲା । ଆଖପାଖରେ ଥିବା ୫୦ରୁ ଅଧିକ ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ।

Leave a comment