ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତିନି ଦିନିଆ ଦିଲ୍ଲୀ ଗସ୍ତ

0

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଅପରାହ୍ନ ୧୨ଟାରେ ଦିଲ୍ଲୀରେ ପହଞ୍ଚିବେ ।

୩୧ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବା ସମ୍ଭାବନା ରହିଛି। ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ପହଞ୍ଚିବେ ।

Leave a comment