ଜୀବନ ବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ; ସମ୍ବର୍ଦ୍ଧନା ପାଇଁ ବିଜେଡି ଆରମ୍ଭ କରିଦେଇଛି ପ୍ରସ୍ତୁତି

ଜୀବନ ବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବର୍ଦ୍ଧନା ପାଇଁ ବିଜେଡି ପକ୍ଷରୁ ଆରମ୍ଭ ହୋଇଯାଇଛି ବଡ଼ ପ୍ରସ୍ତୁତି । ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡସେନ ସୋସାଇଟି ପକ୍ଷରୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯିବ ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ, ବିଧାୟକ, ସାଂସଦ, ଯୁବ-ଛାତ୍ର-ମହିଳା କର୍ମକର୍ତ୍ତା ସାମିଲ ହେବେ ।