ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ

0

ଆଜି ସନ୍ଧ୍ୟାରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ । ରାଜ୍ୟପାଳ ଭଗତ ସିଂହ କୈାଶିୟାରୀ ତାଙ୍କୁ ଶପଥପାଠ କରାଇଛନ୍ତି । ଫଳରେ ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଦେ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

ଭାରତୀୟ ଜନତା ପାର୍ଟି ନେତା ଦେବେନ୍ଦ୍ର ଫଡନାଭିସ୍ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

Leave a comment