ଇଂରାଜୀ ନୂଆବର୍ଷ ପାଇଁ ଶୁଭେଚ୍ଛା ବାର୍ତା

0

ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ
ପ୍ରଦୀପ୍ତ ନାୟକ ଇଂରାଜୀ ନବ ବର୍ଷ ୨୦୨୨ ପାଇଁ ସମଗ୍ର ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ
ଜଣାଇଛନ୍ତି । ନୂତନ ବର୍ଷ ସମସ୍ତଙ୍କ ପାଇଁ ଶୁଭମୟ, ଶାନ୍ତିମୟ, ମଙ୍ଗଳମୟ ଏବଂ ସମୃଦ୍ଧିମୟ ହେବାକୁ ପ୍ରଭୁ ଜଗନ୍ନାଥଙ୍କ ପାଖରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାୟକ ପ୍ରାର୍ଥନା କରିଛନ୍ତି ।

Leave a comment