ମାଲବାହୀ ଟ୍ରେନକୁ ଧକ୍କା ଦେଲା କରମଣ୍ଡଳ ଏକ୍ସପ୍ରେସ

0

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ l ମାଲବାହୀ ଟ୍ରେନକୁ ଧକ୍କା ଦେଲା କରମଣ୍ଡଳ ଏକ୍ସପ୍ରେସ l ସୋର ବାହାନଗା ଷ୍ଟେସନ ନିକଟରେ ଭୟଙ୍କର ଦୁର୍ଘଟଣା l କରମଣ୍ଡଳର ଅନେକ ବଗି ଓଲଟି ପଡ଼ିଥିବା ସୂଚନା l ଏହି ଦୁର୍ଘଟଣାରେ ଅନେକ ଲୋକ ଗୁରୁତର ହୋଇଥିବା ସୂଚନା l

ଆହତ ଲୋକଙ୍କ ଉଦ୍ଧାରକାର୍ଯ୍ୟରେ ସ୍ଥାନୀୟ ଲୋକଙ୍କ ସହ ପୁଲିସ ସାମିଲ ହୋଇଛି । ହାୱଡାରୁ ଚେନ୍ନାଇ ଆସୁଥିଲା କରମଣ୍ଡଳ ଏକ୍ସପ୍ରେସ ଟ୍ରେନ । ସନ୍ଧ୍ୟା ୭ଟାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି।

Leave a comment