ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ନିଯୁକ୍ତ 

0

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ):କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ଶ୍ରୀ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଶ୍ରୀ ପି କେ ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ।

ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ।

Leave a comment

You cannot copy content of this page