ରାଜ୍ୟରେ ଚିହ୍ନଟ ହେଲେ ୩୫୪୩ କରୋନା ସଂକ୍ରମିତ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଜି ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୦୨୨୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୬୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବାବେଳେ ୧୩୮୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
Covid-19 Report For 4th September
New Positives Cases: 3543
In quarantine: 2161
Local contacts: 1382(Details of local contacts will be shared by concerned Dist Administration)
District Wise Cases
1. Angul: 68
2. Balasore: 153
3. Bargarh: 274
4. Bhadrak: 50
5. Balangir: 37— I & PR Department, Odisha (@IPR_Odisha) September 5, 2020
ଅନୁଗୁଳ ଜିଲ୍ଲାରୁ ୬୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୩ଜଣ, ବରଗଡ ଜିଲ୍ଲାରୁ ୨୭୪ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୨୯୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୧୦୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୫ଜଣ, ଯାଜପୁର ଜିଲ୍ଲାରୁ ୨୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୭୮ଜଣ, କୋରାପୁଟ ଜିଲ୍ଲାରୁ ୯୦ଜଣ, ମାଲକାନଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ଜଣ, ନୟାଗଡ଼ା ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୯୮ଜଣ, ପୁରୀ ଜିଲ୍ଲାରୁ ୬୧ଜଣ, ରାୟଗଡ଼ା ଜିଲ୍ଲାରୁ ୬୭ଜଣ, ସମ୍ବଲପୁର ଜିଲ୍ଲାରୁ ୮୩ଜଣ, ସୋନପୁର ଜିଲ୍ଲାରୁ ୯୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ ରହିଛନ୍ତି।