ରାଜ୍ୟରେ ନୂଆ ୩୬୮୨ କରୋନା ଆକ୍ରାନ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୩୬୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୬୬୮କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୪୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୪୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଅନୁଗୁଳ ଜିଲ୍ଲାରୁ ୫୬ଜଣ, ବାଲେଶ୍ୱର ଜିଲ୍ଲାରୁ ୮୭ଜଣ, ବରଗଡ଼ ଜିଲ୍ଲାରୁ ୧୫୨ଜଣ, ଭଦ୍ରକ ଜିଲ୍ଲାରୁ ୫୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୧୪ଜଣ, କଟକ ଜିଲ୍ଲାରୁ ୩୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୭୪ଜଣ,

ଜଗତସିଂହପୁର ଜିଲ୍ଲାରୁ ୪୪ଝଣ, ଯାଜପୁର ଜିଲ୍ଲାରୁ ୮୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୩୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୪ଜଣ, କେନ୍ଦୁଝର ଜିଲ୍ଲାରୁ ୫୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୭୫ଜଣ, କୋରାପୁଟ ଜିଲ୍ଲାରୁ୧ ୪୦ଜଣ,ମାଲକାନଗିରି ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮ଜଣ, ନୟାଗଡ଼ ଜିଲ୍ଲାରୁ ୧୦୯ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୪୯୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୮ଜଣ, ସୋନପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭ଜଣ ରହିଛନ୍ତି ।

 

 

Leave a comment