ନିରଞ୍ଜନ ପଟ୍ଟନାୟକଙ୍କୁ ହୃଦଘାତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ବୁଧବାର ବିଳମ୍ବିତ ରାତ୍ରିରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ହୃଦଘାତର ଶିକାର ହୋଇଛନ୍ତି । ଛାତିରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି ବୋଲି ପୁଅ ତଥା ବାଲେଶ୍ୱର ଲୋକସଭା ପ୍ରାର୍ଥୀ ହୋଇଥିବା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି ।

Leave a comment