ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରସ୍ତାବକୁ ବିରୋଧୀଙ୍କ ସମର୍ଥନ

0

ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଆଗତ ହୋଇଛି ଶୋକପ୍ରସ୍ତାବ।

ଦିବଙ୍ଗତ ନେତା ତଥା ପୂର୍ବତନ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ହେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୃହରେ ଶୋକପ୍ରସ୍ତାବ ଆଗତ କରିବା ପରେ ବିରୋଧୀ ଦଳ ଏହାକୁ ସମର୍ଥନ କରିଛନ୍ତି।

Leave a comment