ଆଜି ଆସିବେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପାଇଁ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ। ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଓଡ଼ିଶାର ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

Leave a comment