ପ୍ରିୟ ସୁନ୍ଦର ମିଶ୍ରଙ୍କ ହୃଦଘାତରେ ପରଲୋକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବରିଷ୍ଠ ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ହୃଦଘାତରେ ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା । ଓଡ଼ିଆ ସିନେମା କ୍ରାନ୍ତିଧାରା ଓ ଟେଲିଫିଲ୍ମ ପ୍ରାୟଶ୍ଚିତରେ ସେ ଉଚ୍ଚକୋଟୀର ଅଭିନୟ କରିଥିଲେ। ଏହା ବ୍ଯତିତ ଅନେକ ଓଡ଼ିଆ ସିନେମା ଓ ଧାରାବାହିକରେ ସେ ଅଭିନୟ କରି ନିଜର ଏକ ସ୍ବତନ୍ତ୍ର ଛାପ ଛାଡିଯାଇଛନ୍ତି ।

Leave a comment