ସୋନିଆ ଗାନ୍ଧୀ ଡାକ୍ତରଖାନାରେ ଭର୍ତ୍ତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ଆଜି ରାତି ୭ଟାରେ ଦିଲ୍ଲୀର ସାର ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୋନିଆଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର ଡି.ଏସ୍. ରାଣା କହିଛନ୍ତି।

ହସ୍ପିଟାଲର ଅଧିକାରୀ ସୂଚନା ଅନୁଯାୟୀ, ଆଜି ରାତି ୭ଟାରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବଂ ତାଙ୍କ ଅବସ୍ଥା ସ୍ଥିର ଅଛି ।

Leave a comment