ପେଟ୍ରୋଲ ଢାଳି ଥାନା ଆଗରେ ଆତ୍ମହତ୍ୟା ଉଦ୍ୟମ

0

ସାଲେପୁର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଯୁବକ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ । ଥାନା ଆଗରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଯୁବକ । ସାଲେପୁର କଟକ ଜିଲ୍ଲା କିଶନନଗର ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ ।

ସୂଚନାଯୋଗ୍ୟ ଯେ, ସାଲେପୁର କଟକ ଜିଲ୍ଲା କିଶନନଗର ଥାନା ସମ୍ମୁଖରେ ଜଣେ ଯୁବକ ଦେହରେ ପେଟ୍ରୋଲ ଢାଳିବା ପରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଫଳରେ ଯୁବକଙ୍କ ଶରୀରର ପ୍ରାୟ ୯୦ଭାଗ ଜଳିଯାଇଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସଂପୃକ୍ତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି ।

Leave a comment