୧୦ଟି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ, ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ , ଧାନ ବିକ୍ରି ପାଇଁ ଆଧାର…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲୋକସେବା ଭବନରେ ଆଜି କ୍ୟାବିନେଟର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ୧୦ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଅର୍ଥ, ନଗର ଉନ୍ନୟନ, ସମାବାୟ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏହି ବୈଠକରେ…