Browsing Tag

11 Candidates

ବ୍ରଜରାଜନଗର ଉପନିର୍ବାଚନ : ସକାଳ ୭ ରୁ ସନ୍ଧ୍ୟା ୬ଟା ଯାଏଁ ଭୋଟଗ୍ରହଣ

ଝାରସୁଗୁଡା: (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ବ୍ରଜରାଜନଗରରେ ମତଦାନ। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଚାଲିବ ଭୋଟଗ୍ରହଣ । ୧୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ବ୍ରଜରାଜନଗରର ୨ ଲକ୍ଷ ୧୪ ହଜାର ୮୭୮ ଭୋଟର । ଆଇଶୃଙ୍ଖଳା ପାଇଁ ୧୦୦୦ ପୋଲିସ ଅଧିକାରୀ ମୁତୟନ ହୋଇଛନ୍ତି । ୩ କମ୍ପାନି…