Browsing Tag

11 district

ୟୁକୋ ବ୍ୟାଙ୍କରୁ ୨୦ ଲକ୍ଷ ଲୁଟି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଚୌକି ସ୍ଥିତ ୟୁକୋ ବ୍ୟାଙ୍କ ଶାଖାରୁ ଆଜି ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ବନ୍ଧୁକ ମୁନରେ ବ୍ୟାଙ୍କରୁ ପ୍ରାୟ ୨୦ ଲକ୍ଷ ଲୁଟିନେଲେ ୬ ଜଣ ଦୁର୍ବୃତ୍ତ। ସୂଚନାଯୋଗ୍ୟ, ଆଜି ଅପରାହ୍ନ ପ୍ରାୟ ୨ଟା ସମୟରେ ୬ ଜଣ ଯୁବକ…

ୱେଲମାର୍କଡରେ ପରିଣତ ଲଘୁଚାପ : ୯ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କଡରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନସ୍ଥାନରେ ପ୍ରବଳବର୍ଷା ଜାରି ରହିଛି। ବିଶେଷ କରି ଉତ୍ତର ଉପକୂଳ ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼କରେ ସୋମବାର ରାତିରୁ ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ…