ଆଜି ଭୁବନେଶ୍ୱରରୁ ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୧୧୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୨ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୯ଟି ସ୍ଥାନୀୟ ସଂକ୍ରମଣ ରହିଥିବା ନେଇ ଟୁଇଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ଏହାକୁ ମିଶାଇ…