ରାଚେଲ୍ ରୁଟୋଙ୍କୁ ଦ୍ୱାଦଶ ‘କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ’
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନିୟାର ବିଶିଷ୍ଟ ସମାଜସେବୀ ତଥା ଫାର୍ଷ୍ଟ ଲେଡି ରାଚେଲ୍ ରୁଟୋଙ୍କୁ ଦ୍ୱାଦଶ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ-୨୦୨୨ ପ୍ରଦାନ କରାଯାଇଛି । ଶନିବାର ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଚେଲ୍ଙ୍କୁ ଏହି ସମ୍ମାନ…