୧୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୧୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଇ-ଯାନ ପଲିସି ସହ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି । ସେହିପରି ଓଡ଼ିଶା ସୋସିଆଲ୍ ସିକ୍ୟୁରିଟି ସର୍ଭିସ-୨୦୨୧ ସଂଶୋଧନ…