Browsing Tag

1543 recover today

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୪୩ ଜଣ କରୋନା ଆକ୍ରାନ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ରବିବାର ୧୫୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୧୭୮୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲକ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।…