୧୯୬ଟି କନେଷ୍ଟବଳ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍ଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By way of…