ରାଜ୍ୟରେ ସୁସ୍ଥ ହେଲେ ୧୭୮୫ ଜଣ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁଣି ଥରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୨୭ଜିଲ୍ଲାରୁ ୧୭୮୫ଜଣ କରୋନା ଆକ୍ରାନ୍ତ ମଙ୍ଗଳବାର ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି। ଏହା ଫଳରେ ରାଜ୍ୟରେ…