ମାର୍ଚ୍ଚ ପହିଲାରୁ +୨ ପରୀକ୍ଷା ଆରମ୍ଭ
ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଭିନ୍ନ ହବ୍କୁ ପ୍ରଶ୍ନପତ୍ର ଓ ଉତ୍ତରଖାତା ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ପୂର୍ବରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ ପରୀକ୍ଷା ସରିଛି। ଯୁକ୍ତ ଦୁଇ ଥିଓରୀ ପରୀକ୍ଷା…