Browsing Tag

+2 examination

ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଯୁକ୍ତ ଦୁଇ ମୂଲ୍ୟାୟନ ଆରମ୍ଭ ହେଉଛି । ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍ଲାଇନ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନ୍ଲାଇନ ଯୋଗେ ମୂଲ୍ୟାୟନ ହେବ। ଜୁନ ୨ ରୁ ଜୁନ ୧୨ ପ୍ରଥମ ପର୍ଯ୍ୟାୟ ଏବଂ ଜୁନ ୧୩ ରୁ ଜୁନ ୨୨ ଦ୍ୱିତୀୟ ପର୍ଯ୍ୟାୟରେ ଯାଏ ଖାତା…

ବଣାଇ କଲେଜରେ ଅଘଟଣ: ପରୀକ୍ଷା ଦେବାବେଳେ ଟଳି ପଡ଼ିଲେ ଛାତ୍ର

ବଣାଇ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସୁନ୍ଦରଗଡ ଜିଲ୍ଲା ବଣାଇଗଡ ମହାବିଦ୍ୟାଳୟ ରେ ଆଜି ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ବେଳେ ଜଣେ ଛାତ୍ରଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି। +2 ବିଜ୍ଞାନର ଓଡ଼ିଆ ବିଷୟ ପରୀକ୍ଷା ହେଉଥିବା ବେଳେ ଏମଡି ଅରବାଜ ପରୀକ୍ଷା ସାରିବାକୁ ଆଉ ୧୫ ମିନିଟ ବାକି ଥିବାବେଳେ…

ଆସନ୍ତା ୩୧ ତାରିଖର ଯୁକ୍ତ ୨ ପରୀକ୍ଷା ଘୁଞ୍ଚଲା

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୩୧ ତାରିଖରେ ଶେଷ ହେବାର ଥିଲା । ତେବେ ୩୧ରେ ହେବାକୁ ଥିବା ପରୀକ୍ଷା ଗୁଡ଼ିକୁ ଘୁଞ୍ଚାଇ ଦିଆଯାଇଛି । ଶୁକ୍ରବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)…

ଆଜିଠୁ + ୨ ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ + ୨ ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ । ପୂର୍ବରୁ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଆରମ୍ଭ ହୋଇ ସାରିଥିବା ବେଳେ ଆଜିଠୁ ପରୀକ୍ଷା ଦେବେ ବିଜ୍ଞାନ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ । ଚଳିତ ବର୍ଷ ରାଜ୍ୟରେ ମୋଟ ୭୮…

+୨ ଥିଓରୀ ପରୀକ୍ଷା ଆରମ୍ଭ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଥିଓରୀ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ । ରାଜ୍ୟର ୧୧୩୩ ପରୀକ୍ଷା କେନ୍ଦ୍ରରେ +୨ ପରୀକ୍ଷା ଅନୁଷ୍ଠିତ ହେବ। ଚଳିତ ବର୍ଷ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ୩ ଲକ୍ଷ ୨୧…

ଅପ୍ରେଲ୍ ୨୮ରୁ +୨ ବାର୍ଷିକ ପରୀକ୍ଷା

ବ୍ରହ୍ମପୁର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ୨0୨୨ ମସିହା ବାର୍ଷିକ ପରୀକ୍ଷା ଆସନ୍ତା ଅପ୍ରେଲ୍ ୨୮ ତାରିଖରୁ ଆରମ୍ଭ ହେଉଛି l ସକାଳ ୯ଟା ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ…

+୨ ପରୀକ୍ଷା; ୩ଟି ବିଷୟ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର : ପରୀକ୍ଷାର୍ଥୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି +୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ୩ଟି ବିଷୟର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ସେହି ବିଷୟଗୁଡ଼ିକ ହେଉଛି କଳା ଓ ବିଜ୍ଞାନ ବିଭାଗର ଗଣିତ, କଳା ବିଭାଗର ଗୃହ ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି।…