ଏକାମ୍ରକ୍ଷେତ୍ରରେ ଦୁଇ ଲକ୍ଷ ଲୋକ ଏକତ୍ରିତ ହୋଇ ଦେଖିପାରିବେ ଶିବରାତ୍ରି ମହାଦୀପ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶ୍ରୀ ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକର ପରିମିତ ଜମି ଉପରେ କାର୍ଯ୍ୟକାରୀ ହେବାକୁ ଥିବା ଏକାମ୍ରକ୍ଷେତ୍ର ଯୋଜନା ସମ୍ପର୍କରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ଏହି ବୈଠକରେ ଏକାମ୍ରକ୍ଷେତ୍ର…