Browsing Tag

2 odias missing in Kerala landslide

କେରଳ ଭୂସ୍ଖଳନରେ ୨ ଓଡ଼ିଆ ନିଖୋଜ

କେରଳର ୱାୟନାଡରେ ଭୂସ୍ଖଳନ ପରେ ସୃଷ୍ଟି ହୋଇଥିବା ଜଳପ୍ରଳୟ ସବୁ କିଛି ଛାରଖାର କରି ଦେଇଛି । ଜିଲ୍ଲାର ପାହାଡ଼ି ଅଞ୍ଚଳ ମେପ୍ପାଡିରେ ମୃତ୍ୟୁର ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ଏହି ଭୟଙ୍କର ଭୂସ୍ଖଳନରେ ୧୦୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨୮ ଜଣ ଆହତ ହୋଇ ବିଭିନ୍ନ…