ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ !
ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି।
ଜୁନ୍ ୨ରୁ ଯୁକ୍ତ ୨ ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା। ୬୪ କେନ୍ଦ୍ରରେ ଅଫ୍ଲାଇନ୍ ଓ ୩୭ଟି କେନ୍ଦ୍ରରେ ଅନ୍ଲାଇନ୍ ମୂଲ୍ୟାୟନ ହୋଇଥିଲା। ୨ଟି…