ଇତିହାସ ରଚିଲା ଏସସିବି ମେଡିକାଲ; ସଫଳ ହେଲା କିଡନୀ ପ୍ରତିରୋପଣ
ପୁଣି ଚିକିତ୍ସା ବିଜ୍ଞାନ ଜଗତରେ ଇତିହାସ ରଚିଲା ଏସସିବି ମେଡିକାଲ । ଏସସିବି ମେଡିକାଲରେ ମୃତ୍ୟୁ ବରଣ କରିଥିବା ଜଣେ ରୋଗୀଙ୍କ ୨ଟି କିଡ଼ନୀ ଆତ୍ମୀୟ ଦାନ କରିବା ପରେ ଏହି କିଡ଼ନୀ ଦୁଇ ଜଣ ରୋଗୀଙ୍କ ଶରୀରରେ ପ୍ରତିରୋପଣ କରାଯାଇଛି ।
ଏହା ପୂର୍ବରୁ ଏସସିବି ୟୁରୋଲୋଜି ବିଭାଗରେ ୪ଟି…