ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ପୁରସ୍କାର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଧାନସଭାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ୨୪ ବିଧାୟକଙ୍କୁ ଶ୍ରେଷ୍ଠ ବିଧାୟକ ପୁରସ୍କାର ପ୍ରଦାନ କରାଯାଇଛି । ୩ଟି ବର୍ଗରେ ବିଧାୟକମାନଙ୍କୁ ଓଡିଶା ବିଧାନସଭା ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ପ୍ରଦୀପ…